ଆସନ୍ତାକାଲିଠୁ ବର୍ଷା ସମ୍ଭାବନା

ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ। ଏହା ପ୍ରଭାବରେ ଉପକୂଳରେ ଆସନ୍ତାକାଲିଠାରୁ ୩୦ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କହାଯାଇଛି। ଏହା ପ୍ରଭାବରେ ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Share

Leave a Reply

Your email address will not be published. Required fields are marked *

five × four =