କାଳବୈଶାଖୀ ସମ୍ଭାବନା

ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ମୟୁରଭଞ୍ଜ, ସୁନ୍ଦରଗଡ଼ା, କେନ୍ଦୁଝର, ବାଲେଶ୍ୱର, ଅନୁଗୁଳ, ଢ଼େଙ୍କାନାଳ, ଭଦ୍ରକ, ଗଜପତି ଓ ଗଞ୍ଜାମ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଓଡ଼ିଶାର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ । ତେଣୁ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି ।

Share

Leave a Reply

Your email address will not be published. Required fields are marked *

14 − 11 =