କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର()  ରାଜ୍ୟରେ କାଳବୈଶାଖୀ ସମ୍ଭାବନା ।ରାଜ୍ୟର ୮ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ମାଲକାନଗିରି, ରାୟଗଡ଼ା ଏବଂ ଗଞ୍ଜାମ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Share

Leave a Reply

Your email address will not be published. Required fields are marked *

fifteen + 5 =