୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର()  ୮ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା । ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୫ଟା ୩୦ ମିନିଟ୍ ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଜିଲ୍ଲା ଗୁଡିକ ହେଲା – କେନ୍ଦୁଝର, ଢେଙ୍କାନାଳ, ବେଦଗଡ଼, ସମ୍ବଲପୁର, ଅନୁଗୁଳ, ରାୟଗଡ଼ା, କୋରାପୁଟ ଏବଂ କନ୍ଧମାଳ ।

Share

Leave a Reply

Your email address will not be published. Required fields are marked *

fourteen + seven =