୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର()  ରାଜ୍ୟର ୧୧ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ବୋଲି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ସୁନ୍ଦରଗଡ଼, ବୌଦ୍ଧ, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସମ୍ବଲପୁର, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, ନୟାଗଡ଼ ଏବଂ ମୟୁରଭଞ୍ଜ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।। ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।

Share

Leave a Reply

Your email address will not be published. Required fields are marked *

two × 4 =