୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର()  ରାଜ୍ୟର ପ୍ରାୟ ୪ଟି ଜିଲ୍ଳାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଯେଉଁ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ସେ ଜିଲ୍ଲାଗୁଡ଼ିକ ହେଉଛି, ମାଲକାନଗିରି, କୋରାପୁଟ, ରାୟଗଡା ଓ ଗଜପତି । ଏହି ସବୁ ଜିଲ୍ଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ଥିବା ହେତୁ ଲୋକଙ୍କୁ ବର୍ଷା ସମୟରେ ବାହାରକୁ ନଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Share

Leave a Reply

Your email address will not be published. Required fields are marked *

four × three =