୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର()  ୭ ଜିଲ୍ଲାକୁ କାଳବୈଶାଖୀ ସତର୍କ ସୂଚନା । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ବରରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ୭ଟି ଜିଲ୍ଲା ହେଲା ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ ।

Share

Leave a Reply

Your email address will not be published. Required fields are marked *

19 − twelve =