୧୨ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର()   ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାକୁ ଘଡଘଡି  ବର୍ଷା ହେବା  ସହ କାଳବୈଶାଖୀ ନେଇ ସତର୍କ ସୂଚନା ଜାରିକଲା ପାଣିପାଗ କେନ୍ଦ୍ର । ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- କୋରାପୁଟ, ମାଲକାନଗିରି, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର ।

Share

Leave a Reply

Your email address will not be published. Required fields are marked *

7 + 10 =