୫ ଜିଲ୍ଲାକୁ ସତର୍କତା ସୂଚନା

ଭୁବନେଶ୍ବର()  ୫ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କଲା ପାଣିପାଗ ବିଭାଗ । କିଛି ଜିଲ୍ଲାରେ ଧୂଳିଝଡ଼, ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଂଜ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି। ତାସହ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ।

Share

Leave a Reply

Your email address will not be published. Required fields are marked *

16 − twelve =