୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର()   ୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡିକରେ ବର୍ଷା ହେବ। ସହ ଘଡ଼ଘଡ଼ି ମାରିବ। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ।

ଅନ୍ୟପଟେ ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜରେ ସବୁଠୁ ଅଧିକ ବର୍ଷା ହୋଇଛି ବୋଲି ରେକର୍ଡ ହୋଇଛି। ଆଜିଠୁ ଧିରେ ଧିରେ ବର୍ଷା କମିଯିବ । ତେବେ ଜୁଲାଇ ୬ ତାରିଖରୁ ପୁଣି ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ହେବ । ଏନେଇ ଆକଳନ କରିଛି ପାଣିପାଗ ବିଭାଗ ।

Share

Leave a Reply

Your email address will not be published. Required fields are marked *

4 × 1 =