ମାଡି ଆସୁଛି ବଡ ବର୍ଷା

ଭୁବନେଶ୍ବର()  ଦୁଇ ଦିନ ପରେ ରାଜ୍ୟରେ ପ୍ରବଳ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୯ତାରିଖରୁ ଲଘୁଚାପ ଏବଂ ଉତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହାସହ ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ୟ୍ୟନ୍ତ ଏକ ଟ୍ରଫ୍ ଲାଇନ୍ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ସାରା ଓଡିଶାରେ ବର୍ଷା ଜାରି ରହିଛି। ହେଲେ ଏହା ଦକ୍ଷିଣ ମୁହାଁ ଥିବାରୁ ଆସନ୍ତା ଦୁଇଦିନ ଓଡିଶାରେ ବର୍ଷା ହେବାର ସମ୍ଭାବନା ନାହିଁ ।

Share

Leave a Reply

Your email address will not be published. Required fields are marked *

11 + thirteen =