୬ରୁ ପ୍ରବଳ ବର୍ଷା

ଭୁବନେଶ୍ୱର()  ଆସନ୍ତା ୬ରୁ ୮ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଅର୍ଧାଧିକ ଜିଲ୍ଲାରେ ବର୍ଷା ଲାଗିରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ସମତେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସାଙ୍ଗକୁ ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହାର ସୂଚନା ମିଳିଛି । ସେହିପରି ୫ରୁ ୬ ତାରିଖ ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ।

Share

Leave a Reply

Your email address will not be published. Required fields are marked *

11 − ten =