୯ ଜିଲ୍ଲାକୁ ସତର୍କ ସୂଚନା

ଆଜି ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଉତରପୂର୍ବ ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ନଅଟି ଜିଲ୍ଲାରେ ପ୍ରବଳ ବର୍ଷିବ । ଏହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ଢେଙ୍କାନାଳ, କଟକ, ନବରଙ୍ଗପୁର ଓ କୋରାପୁଟ ।

Share

Leave a Reply

Your email address will not be published. Required fields are marked *

15 + two =