48 ଘଣ୍ଟା ପ୍ରବଳ ବର୍ଷିବ

ଆସନ୍ତା ୪୮ ଘଂଟା ପର୍ଯ୍ୟନ୍ତ ଭୀଷଣ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରାଯାଇଛି । ଏନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୪ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଦିଆଯାଇଛି । ସେହି ଜିଲ୍ଲା ଗୁଡିକ ହେଲା ଗଂଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ।

ଓଡିଶା ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବ । ସେଥିପାଇ ଆସନ୍ତା ୪୮ ଘଂଟା ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନିଯିବା ପାଇଁ ପରାମର୍ଶ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

eleven + 13 =