୧୩ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର() ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ହେବ । ଏନେଇ ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛନ୍ତି । ତାସହ ୩ରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ବର୍ଷା ହେବା ସହ ଘଡ଼ଘଡ଼ି ର ମଧ୍ୟ ସମ୍ଭାବନା ରହିଛି ।

ଏହାସହ ୧୩ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ୧୩ଟି ଜିଲ୍ଲା ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ।

Share

Leave a Reply

Your email address will not be published. Required fields are marked *

fourteen − two =