ରାଜ୍ୟର ଘଡଘଡି ସହ ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓଡିଶା ଉପରେ ପ୍ରଭାବ ଅଧିକ ରହିବ ।

ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

three + fifteen =