ରାଜ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର()  ଉତ୍ତର ବଙ୍ଗୋପ ସାଗର ଓ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୧୨ ତାରିଖଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବା ସହ ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Share

Leave a Reply

Your email address will not be published. Required fields are marked *

8 − 6 =