୯ ଜିଲ୍ଲା ସତର୍କ ରୁହ

ଭୁବନେଶ୍ୱର() ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ କୋହଲା ପାଗ ହେବ। ଏଥିପାଇଁ ଆଜି ୯ ଜିଲ୍ଲାରେ ହାଲୁକା ବର୍ଷା ହେବର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ରାୟଗଡ଼ା, ଗଜପତି, କୋରାପୁଟ ।

ସେହିପରି ବୁଧବାର ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୂଆପଡ଼ା, ବରଗଡ଼ରେ ହାଲୁକା ବର୍ଷା ହେବ। କିନ୍ତୁ ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, କନ୍ଧମାଳ, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ଖୋର୍ଦ୍ଧାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ହେବ।

Share

Leave a Reply

Your email address will not be published. Required fields are marked *

13 + 18 =