ରଜ ପାଇଁ ଶୁଭେଚ୍ଛା

ଭୁବନେଶ୍ବର()   ରଜ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କରି ଅଭିନନ୍ଦନ ଜଣାଇଛନ୍ତି। ସେ ଟ୍ବିଟ୍ ଜରିଆରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଟ୍ୱିଟ କରି ସେ ଲଖିଛନ୍ତି ଓଡ଼ିଶାର ଅନନ୍ୟ ସାଂସ୍କୃତିକ ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ଗୌରବମୟ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ । ଏହାସହ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଥିବା ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

fourteen + eighteen =