ଓଡିଶାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ବର() ଭୁବନେଶ୍ବରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି । ବିମାନବନ୍ଦରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ରାଜ୍ୟ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ, ପୋଲିସ୍ ଡିଜି, ପୋଲିସ କମିଶନର ଏବଂ ବରିଷ୍ଠ ଅଧିକାରୀ ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇଛନ୍ତି ।

ଭୁବନେଶ୍ୱର ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଜରିଆରେ ଅପରାହ୍ନ ୩ଟା ୩୦ ମିନିଟ୍ ମଧ୍ୟରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଁଚିବେ । ସେଠାରେ ଗୋଳାବନ୍ଧ ଏୟାର ଡିଫେନ୍ସ କଲେଜ୍ ଯିବେ । ଆଉ ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଯୋଗଦେଇ ଡିଫେନ୍ସ ସେଂଟରକୁ କଲର ଆୱାର୍ଡ ପ୍ରଦାନ କରିବେ ।

Share

Leave a Reply

Your email address will not be published. Required fields are marked *

16 + 13 =