କାଲିଠୁ ଖୋଲାଯିବ ୩ ରଥ

ପୁରୀ() ଚଳିତବର୍ଷ ୩ ରଥର ସଂରକ୍ଷଣ ପାଇଁ ପୁରୀରେ ଆସନ୍ତକାଲିଠାରୁ ରଥଖୋଲା କାର୍ଯ୍ୟ ଆରମ୍ଭ ହେବ । ସେବକ ଓ ପରିଚାଳନା କମିଟି ସଦସ୍ୟଙ୍କ ତତ୍ତ୍ୱାବଧାନରେ ଏହି କାମ ହେବ । ମାସେ ଧରି ରଥଖୋଲା ଚାଲିବା ସହ ସ୍ଥାନାନ୍ତରଣ ଓ ରଥଯୋଡ଼ା କାମ ମଧ୍ୟ ହେବ । ରଥକୁ ନଭାଙ୍ଗି ସୁରକ୍ଷିତ ଭାବେ ଭୋଇ ସେବକ ମାନେ ଖୋଲିବେ । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭରେ ୩ରଥ ରହିବ ବୋଲି ସୂଚନା ରହିଛି ।

Share

Leave a Reply

Your email address will not be published. Required fields are marked *

5 × three =