ରଥଯାତ୍ରା ନେଇ ସମସ୍ତ ବିଭାଗ ସହିତ ଆଲେ।ଚନା ଶେଷ

ପୁରୀ : ସରିଲା ରଥଯାତ୍ରା ପ୍ରସ୍ତୁତିର ଶେଷ ସମୀକ୍ଷା ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ । ରଥଯାତ୍ରା ନେଇ ସମସ୍ତ ବିଭାଗ ସହିତ ଆଲେ।ଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ରଥଯାତ୍ରା କିଭଳି ଶାନ୍ତିଶୃଂଖଳାରେ ସରିବ ସେନେଇ ଆଲେ।ଚନା ହେ।ଇଛି । ସମସ୍ତଙ୍କ ସହଯେ।ଗରେ ବିଶ୍ବ ପ୍ରସିଦ୍ଧ ଘେ।ଷଯାତ୍ରା ସଫଳ ହେବ ବେ।ଲି କହିଛନ୍ତି ନବୀନ ।

ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ସହ ସ୍ବାସ୍ଥ୍ୟ, ଗାମନାଗମନ, ଟ୍ରାଫିକ୍ ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥାକୁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଶକ୍ତି ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ଆଇନ ମନ୍ତ୍ରୀ ପ୍ରତାପ ଜେନା, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ରଘୁନନ୍ଦନ ଦାଶ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଉପସ୍ଥିତ ଥିଲେ । ସେହିଭଳି ମୁଖ୍ୟ ଶାସନ ସଚିବ, ପୋଲିସ ଡିଜିଙ୍କ ସମେତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ମଧ୍ୟ ଉପସ୍ଥିତ ଥିଲେ ।

Share

Leave a Reply

Your email address will not be published. Required fields are marked *

12 − 7 =