ଲୋକାୟୁକ୍ତ ଦାୟିତ୍ୱ ନେଲେ ଆର.ପି ଶର୍ମା

ଭୁବନେଶ୍ୱର()  ଲୋକାୟୁକ୍ତ ସଦସ୍ୟ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଦାୟୀ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା। ଲୋକାୟୁକ୍ତ ସଦସ୍ୟ ପାଇଁ ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ନାଁ ସୁପାରିଶ କରିଥିଲେ ରାଜ୍ୟ ସରକାର । ଚୟନ କମିଟିଙ୍କ ସୁପାରିଶକୁ ରାଜ୍ୟପାଳ ଗ୍ରହଣ କରିଥିଲେ ।

ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ସ୍ଥାନରେ ବିଜୟ ଶର୍ମା ଅତିରିକ୍ତ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

2 × 3 =