ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଭାରତର ସ୍ୱାଧିନତା ସଂଗ୍ରାମୀ ତଥା ବୀର ବିପ୍ଲବୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଆଜି ହେଉଛି ଜୟନ୍ତୀ । ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ନିଜର ସୋସିଆଲ ମିଡିଆ ସାଇଟ୍ ଟ୍ୱିଟରରେ ଲେଖିଛନ୍ତି କି, ବିପ୍ଳବୀ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ତାଙ୍କ ବିରତ୍ୱ ଓ ବଳିଦାନ ଦେଶପ୍ରେମର ଅନନ୍ୟ ଉଦାହରଣ। ଆଦିବାସୀ ଭାଇଭଉଣୀଙ୍କ ସ୍ୱାର୍ଥ ସୁରକ୍ଷା ପାଇଁ ତାଙ୍କର ସଂଗ୍ରାମ ସର୍ବଦା ସ୍ମରଣୀୟ ହୋଇ ରହିଛି।

Share

Leave a Reply

Your email address will not be published. Required fields are marked *

16 − 5 =