କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବଢିଲା

କେନ୍ଦ୍ରୀୟ କର୍ମଚାରୀଙ୍କ ୩ ପ୍ରତିଶତ ଡିଏ ବୃଦ୍ଧିକୁ କ୍ୟାବିନେଟ ମଞ୍ଜୁରୀ । ପେନସନଭୋଗୀଙ୍କ ଡିଆର ମଧ୍ୟ ୩ ପ୍ରତିଶତ ବୃଦ୍ଧି କଲେ ସରକାର । ବର୍ଦ୍ଧିତ ୩ ପ୍ରତିଶତ ଡିଏ ଅତିରିକ୍ତ ଇନଷ୍ଟାଲମେଣ୍ଟରେ ଦେବାକୁ ନିର୍ଦ୍ଦେଶ । ୨୦୨୨ ଜାନୁଆରୀ ୧ରୁ ପିଛିଲା ଭାବେ ଦେବାକୁ ନିର୍ଦ୍ଦେଶ । ୪୭.୬୮ ଲକ୍ଷ କର୍ମଚାରୀ ଓ ୬୮.୬୨ ଲକ୍ଷ ପେନସନଭୋଗୀ ପାଇବେ ।

Share

Leave a Reply

Your email address will not be published. Required fields are marked *

4 × 5 =