କରୋନାରେ ଆକ୍ରାନ୍ତ ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର() ପୁଣି ଜଣେ ରାଜନେତା କରୋନାରେଆକ୍ରାନ୍ତ ହୋଇଛନ୍ତି । ସେ ହେଉଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ତାଙ୍କ ପତ୍ନୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।  ଉଭୟଙ୍କୁ କରୋନା ନେଇ ମନ୍ତ୍ରୀ ଶ୍ରୀ ଦାସ ନିଜେ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ।

ଏଥିସହ ଆମେ ସୁସ୍ଥ ଅଛୁ । ଆମ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜ ନିଜ ଟେଷ୍ଟକରାଇ ନିଅନ୍ତୁ ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

4 × two =