ରାଜ୍ୟରେ ସାଢେ ୮ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ବୀମାଭୁକ୍ତ

ଭୁବନେଶ୍ୱର() ରାଜ୍ୟରେ ୮ଲକ୍ଷ ୬୪ହଜାର ୪୯୯ ହାଇସ୍କୁଲ ଛାତ୍ରଛାତ୍ରୀ ବୀମାଭୁକ୍ତ । ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ବୀମାଭୁକ୍ତ କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ ମୋଟ ୨୧ଲକ୍ଷ ୨୮ହଜାର ୨୪୬ ହାଇସ୍କୁଲ ଛାତ୍ରଛାତ୍ରୀ ଅଛନ୍ତି । ଛାତ୍ରଛାତ୍ରୀଙ୍କୁ ବୀମାଭୁକ୍ତ କରିବାକୁ ଷ୍ଟୁଡେଣ୍ଟ ସେଫ୍ଟି ଇନ୍ସୁରାନ୍ସ ସ୍କିମ୍ ପ୍ରଚଳିତ ହୋଇଛି ।

ପ୍ରାଥମିକ,ଉଚ୍ଚ ପ୍ରାଥମିକ,ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କଠୁ ୨ଟଙ୍କା ଆଦାୟ । ମାଧ୍ୟମିକ ପ୍ରଶିକ୍ଷଣ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଠାରୁ ୩ଟଙ୍କା ଆଦାୟ । ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କଠାରୁ ୩ଟଙ୍କା ଆଦାୟ । ଏନେଇ ଗୃହରେ ଲିଖିତ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।

Share

Leave a Reply

Your email address will not be published. Required fields are marked *

eighteen − 2 =