ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବାହାରିବ ଯୁକ୍ତ ଦୁଇ କଳା ରେଜଲ୍ଟ

ଭୁବନେଶ୍ୱର() ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବାହାରିବ +2 କଳା ପରୀକ୍ଷା ଫଳ। ତେବେ ଅଗଷ୍ଟ ଶେଷ ସପ୍ତାହରେ ପରୀକ୍ଷା ଫଳ ବାହାରିବାର ଥିଲା । CHSEର ୨ କର୍ମଚାରୀ କୋରୋନା ପଜିଟିଭ ଚିହ୍ନଟ ପରେ ଏପରି ନିଷ୍ପତ୍ତି ନିଆଯାଇଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

Share

Leave a Reply

Your email address will not be published. Required fields are marked *

20 − 12 =