ଜଗତସିଂହପୁର, କେନ୍ଦ୍ରାପଡା ଓ ପୁରୀରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର() ଜଗତସିଂହପୁର, କେନ୍ଦ୍ରାପଡା ଓ ପୁରୀରେ ୨ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା ହୋଇଛି । ୨ ଦିନ ସ୍କୁଲ ଛୁଟି ଘୋଷଣା କଲେ ୩ ଜିଲ୍ଲାର ଜିଲ୍ଲାପାଳ । କାଲି ଓ ପହରି ଦିନ ଜିଲ୍ଲାର ସବୁ ସ୍କୁଲ ଛୁଟି ରହିବ । ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।

ବାତ୍ୟା ବୁଲବୁଲ ଓଡିଶା ପାଖ ଦେଇ ପଶ୍ଚିମବଂଗ ଗଲା ବେଳେ ଓଡିଶାରେ ବର୍ଷା ଆରମ୍ଭ ହୋଇଯିବ । ୮, ୯ ଓ ୧୦ ତାରିଖରେ ଅଧିକ ବର୍ଷା ହେବ । ଜଗତସିଂହପୁର, କଟକ, ପୁରୀ, କେନ୍ଦ୍ରାପଡା, ବାଲେଶ୍ୱର, ଯାଜପୁର, ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ଚେତାବନୀ ଦିଆଯାଇଥିଲା ।

Share

Leave a Reply

Your email address will not be published. Required fields are marked *

fourteen − eight =