ମାର୍କେଟ ବିଲ୍ଡିଂକୁ ସିଲ୍ କଲା ବିଏମସି

ଭୁବନେଶ୍ୱର() ଭୁବନେଶ୍ୱର ମାର୍କେଟ ବିଲ୍ଡିଂକୁ ସିଲ୍ କରିଛି ବିଏମସି । ସାମାଜିକ ଦୂରତା ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୟୁନିଟ-୨ ମାର୍କେଟ ବିଲ୍ଡିଂ ସିଲ୍ ହୋଇଛି । । ରଜକୁ ଦୃଷ୍ଟିରେ ରଖି ରାତି ୧୦ଟା ଯାଏ କୋହଳ ହୋଇଥିଲା ନାଇଟ କର୍ଫ୍ୟୁ । କିନ୍ତୁ ଦୋକାନରେ ଅତ୍ୟଧିକ ଲୋକଭିଡ଼ ଦେଖି ବିଏମସି ପକ୍ଷରୁ ଏହିପରି ପଦକ୍ଷେପ ନିଆଯାଇଥିବା ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

four + 10 =