ଆଇସିୟୁରେ ଭର୍ତ୍ତିହେଲେ ଶକ୍ତି ମିଶ୍ର

ଭୁବନେଶ୍ୱର: ଓଡ଼ିଶାର ଘରେ ଘରେ ପରିଚିତ ସୁନାମଧନ୍ୟ କଣ୍ଠଶିଳ୍ପୀ ଶକ୍ତି ମିଶ୍ରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର । ଲିଭର ଶିରୋସିଶ ସହ ହାର୍ଟ ଓ କିଡନୀ ଜନିତ ସମସ୍ୟାରେ ପିଡିତ ହୋଇଛନ୍ତି । ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ସେ ଆଇସିୟୁରେ ଥିବା ନେଇ ସୂଚନା ଦେଇଛନ୍ତି ତାଙ୍କ ପତ୍ନୀ ନମିତା ମିଶ୍ର ।

Share

Leave a Reply

Your email address will not be published. Required fields are marked *

thirteen − 13 =