ସାପ କାମୁଡ଼ାରେ ଦୁଇ ଭାଇଙ୍କ ମୃତ୍ୟୁ

କେନ୍ଦ୍ରାପଡ଼ା–ସାପ କାମୁଡ଼ାରେ ଚାଲିଗଲା ଜୀବନ । କେନ୍ଦ୍ରାପଡ଼ା ଜିଲ୍ଲା ମୁଳୁବସନ୍ତ ପଞ୍ଚାୟତର ବନ୍ଧସାହି ଗାଁରେ ସାପ କାମୁଡ଼ାରେ ଦୁଇ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉଦୟଭାନୁ ସାହୁ (୧୩) ଓ କୃତିବାସ ସାହୁ (୭)।
ଗତକାଲି ରାତିରେ ଘରେ ଶୋଇଥିବା ବେଳେ ଦୁଇ ଭାଇଙ୍କୁ ସାପ କାମୁଡ଼ି ଦେଇଥିଲା। ଉଭୟଙ୍କୁ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରୁ କଟକ ସ୍ଥାନାନ୍ତର ବେଳେ ରାସ୍ତାରେ ଉଭୟଙ୍କର ମୃତ୍ୟୁ ହୋଇଥିଲା।

Share

Leave a Reply

Your email address will not be published. Required fields are marked *

2 × two =