ସୌମ୍ୟ ରଞ୍ଜନ ପଟ୍ଟନାୟକ କରୋନା ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଏହାରି ମଧ୍ୟରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । ଏନେଇ ଟ୍ୱିଟ କରି ନିଜେ ସୌମ୍ୟରଞ୍ଜନ ସୂଚନା ଦେଇଛନ୍ତି । ଏହାସହ ସେ କହିଛନ୍ତି ଯେ ସେ ସୁସ୍ଥ ଅଛନ୍ତି । ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଡାକ୍ତରୀ ପରାମର୍ଶ ପାଇଁ ଅନୁରୋଧ ମଧ୍ୟ ସେ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

ten − seven =