ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲେ ଏସଆରସି

ଭୁବନେଶ୍ୱର()   ଲଘୁଚାପ ଜନିତ ବର୍ଷା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା ଜିଲ୍ଲାପାଳମାନଙ୍କୁ  ସତର୍କ କରାଇଛନ୍ତି । ଏନେଇ ଶ୍ରୀ ଜେନା ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ।  ପରିସ୍ଥିତି ଉପରେ ନଜର ରଖିବାକୁ ଶ୍ରୀ ଜେନା ଜିଲ୍ଲାପାଳମାନଙ୍କୁ ନିଦେ୍ର୍ଧଶ ଦେଇଛନ୍ତି ।  ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବା ସମ୍ଭାବନା ଥିବା ନେଇ ଶ୍ରୀ ଜେନା ଜିଲ୍ଲାପାଳମାନଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି ।  ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ତୟାର ରହିବାକୁ ଶ୍ରୀ ଜେନା ନିଦେ୍ର୍ଧଶ ଦେଇଛନ୍ତି ।

ପ୍ରକାଶ ଯେ, ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ଏହାର ପ୍ରଭାବରେ ଆସନ୍ତା ୮ ତାରିଖ ଯାଏଁ  ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

17 + 14 =