ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବାଦୀ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ

ନୂଆପଡ଼ା: ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ନୂଆପଡ଼ା ଜିଲା ଖଡ଼ିଆଳ ବାଦୀ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ସୁଜନ କୁମାର ସାହୁ। ନିଜ ସହକର୍ମୀ ଟିଜିଟି ଶିକ୍ଷକଙ୍କ ସର୍ଭିସ୍ ବୁକ୍ ଅପଡେଟ୍ ଏବଂ ବେତନରେ ବାର୍ଷିକ ବୃଦ୍ଧି ମଞ୍ଜୁର କରିବା ପାଇଁ ୪୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଏହାସହିତ ତାଙ୍କ ନିକଟରୁ ଲାଞ୍ଚ ଟଙ୍କାକୁ ଜବତ କରାଯାଇଛି।

Share

Leave a Reply

Your email address will not be published. Required fields are marked *

thirteen − 1 =