ମିଶନ ଶକ୍ତି ନିର୍ଦ୍ଦେଶିକା ସୁଜାତା କାର୍ତ୍ତିକେୟନଙ୍କ ପିତାଙ୍କ ଦେହାନ୍ତ

ମିଶନ ଶକ୍ତି ନିର୍ଦ୍ଦେଶିକା ଆଇଏଏସ ସୁଜାତା କାର୍ତ୍ତିକେୟନଙ୍କ ପିତାଙ୍କ ଦେହାନ୍ତ । ଡାକ୍ତର ଅକ୍ଷୟ କୁମାର ରାଉତଙ୍କର ୭୪ବର୍ଷ ବୟସରେ ଆଜି ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ  ଜଣେ ବିଶିଷ୍ଟ ଶିଶୁ ରୋଗ ବିଶେଷଜ୍ଞ ଭାବେ ବେଶ ଜଣାଶୁଣା । ୧୯୭୨ ମସିହାରେ ଏସସିବିରୁ ସେ ଡାକ୍ତରୀ ଶିକ୍ଷା ସମାପ୍ତ କରିଥିଲେ । ଜାମସେଦପୁର ଟାଟା ନଗରରେ ସେ ଶିଶୁ ବିଶେଷଜ୍ଞ ଭାବେ କାର୍ଯ୍ୟରତ ଥିଲେ ।

Share

Leave a Reply

Your email address will not be published. Required fields are marked *

1 × 5 =