ସମରେ ବିଶ୍ୱ ନିମୋନିଆ ଦିବସ ପାଳିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡି କାଲ ସାଇନସେସ୍
ଆଣ୍ଡ ସମ୍ ହସପିଟାଲର ଶିଶୁ ରୋଗ ବିଭାଗ ପକ୍ଷରୁ ବିଶ୍ୱ ନିମୋନିଆ ଦିବସ ପାଳିତ ହୋଇଯାଇଛି ।
ଶିଶୁ ମାନଙ୍କୁ କିଭଳି ନିମୋନିଆ ରୋଗରୁ ରକ୍ଷା କରାଯାଇପାରିବ, ଠି କ୍ ସମୟରେ ଟୀକାକରଣ କରାଯିବ ଏବଂ
ଚିକିତ୍ସା ଓ ସଚେତନତା ନେଇ ଏହି କାର୍ଯ୍ୟକ୍ରମ ଅବସରରେ ହସପିଟାଲକୁ ଚି କିତ୍ସା ପାଇଁ ଆସିଥିବା ଶି ଶୁ ମାନଙ୍କର
ଅଭିଭାବକ ମାନଙ୍କୁ ବିଭାଗ ପକ୍ଷରୁ ଅବଗତ କରାଯାଇଥି ଲା । ଉଭୟ ବହି ର୍ବିଭାଗରେ ଚିକିତ୍ସା ପାଇଁ ଆସିଥିବା ଶିଶୁ ଓ
ହସପିଟାଲ୍ରେ ଭତି ର୍ ହୋଇଥିବା ଶିଶୁ ମାନଙ୍କର ଅଭିଭାବକମାନଙ୍କୁ ଏହି କାର୍ଯ୍ୟକ୍ରମ ଜରିଆରେ ସଚେତନ
କରାଯାଇଥିଲା । ଏହି ଅବସରରେ ଶିଶୁ ରୋଗ ବିଭାଗ ଅଧିନରେ ଶି କ୍ଷା ଗ୍ରହଣ କରୁ ଥିବା ମେଡିକାଲ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନିମୋନିଆର ନି ରାକରଣ, ନିବାରଣ ଓ ଟୀକାକରଣ ଦିଗରେ ସଚେତନତା ନେଇ ଏକ ଚିତ୍ରକଳା ପ୍ରଦର୍ଶନୀ
କରାଯାଇଥିଲା ।

Share

Leave a Reply

Your email address will not be published. Required fields are marked *

1 + 8 =