କରୋନାରେ ଆକ୍ରାନ୍ତହେଲେ ତାରା

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତହେଲେ ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି । ଆଜି ତାଙ୍କୁ ଭୁବନେଶ୍ୱର ସମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କରୋନା ସାମାନ୍ୟ ଲକ୍ଷଣ ଦେଖାଦେଇଥିବା ଜଣାଯାଇଛି । ଏନେଇ ସୂଚନା ଦେଇଛନ୍ତି ତାଙ୍କ ପତ୍ନୀ ମିନାକ୍ଷା ବାହିନୀପତି । ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ଦଳର ବିଧାୟକ ଓ କର୍ମୀ ।

Share

Leave a Reply

Your email address will not be published. Required fields are marked *

5 × 4 =