ତାରାଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ

ଭୁବନେଶ୍ୱର: କଂଗ୍ରେସର ବରିଷ୍ଠ ନେତା ତାରା ବାହିନୀପତି କରୋନାରେ ଆକ୍ରାନ୍ତ ଅଛନ୍ତି । ତାଙ୍କୁ ଭୁବନେଶ୍ୱର ସମ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତି କରାଯାଇଛି । ଆଜି ଏନେଇ ସୂଚନା ଦେଇଛନ୍ତି ତାଙ୍କ ପତ୍ନୀ ମିନାକ୍ଷୀ ବାହିନୀପତି ସୂଚନା ଦେଇଛନ୍ତି । ତାରା ବାହିନୀପତିଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକ ଟ୍ୱିଜ ଜରିଆରେ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଟ୍ୱିଟରରେ ଲେଖିଛନ୍ତି କି, ଜୟପୁର ବିଧାୟକ ତାରା ବାହିନୀପତି କୋଭିଡ ସଂକ୍ରମିତ ହୋଇଥିବା ଜାଣି ମୁଁ ଚିନ୍ତିତ । ତାଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।

Share

Leave a Reply

Your email address will not be published. Required fields are marked *

one × four =