ଟେଷ୍ଟିଂ ଉପରେ ଗୁରୁତ୍ୱ, ଦିନରେ ସର୍ବାଧିକ ୪୦ ହଜାର ଟେଷ୍ଟ

ଭୁବନେଶ୍ୱର()  କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଟେଷ୍ଟିଂ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି । ଏନେଇ ରାଜ୍ୟରେ ଗତ ୨୪ ଘଣ୍ଟାରେ ସର୍ବାଧିକ କରୋନା ଟେଷ୍ଟ କରାଯାଇଛି ।  ଗୋଟିଏ ଦିନରେ ସର୍ବାଧିକ ୪୦ ହଜାର ୭୧୧ଟି ଟେଷ୍ଟ କରାଯାଇଛି । ଆଟଟିପିସିଆର, ଆଣ୍ଟିଜେନ ଓ ଟ୍ରୁନଟ ମାଧ୍ୟମରେ ଟେଷ୍ଟ କରାଯାଇଛି ।  ଏନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

1 + 5 =