ବଲାଙ୍ଗୀରରେ କୋଭିଡ଼ ମୁକାବିଲା ପାଇଁ ୨ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋଭିଡ଼ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ କୋଭିଡ଼ ର ପ୍ରଥମ ଲହର ରେ ଗତ ବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ବାର କୋଟି ଟଙ୍କା ମଞ୍ଜୁର କରିଥିଲେ ।

Share

Leave a Reply

Your email address will not be published. Required fields are marked *

four × 4 =