ଆଜିଠୁ ଖୋଲିଲା ଭିତରକନିକା

କେନ୍ଦ୍ରାପଡ଼ା: ଆଜିଠୁ ଖୋଲିଛି ଜାତୀୟ ଉଦ୍ୟାନ ଭିତରକନିକା। କରୋନା ମହାମାରୀ ପାଇଁ ୩ ମାସ ହେଲା ବନ୍ଦ ରହିଥିଲା ଜାତୀୟ ଉଦ୍ୟାନ। ଅଗଷ୍ଟ ମାସର ନୂଆ ଗାଇଡଲାଇନ ନିୟମକୁ ଆଧାର କରି ଖୋଲଯାଇଛି ଜାତୀୟ ଉଦ୍ୟାନ। ଦିନ ସମୟରେ ପର୍ଯ୍ୟଟକକମାନେ ଭିତରକନିକା ବୁଲି ପାରିବେ । ରାତ୍ରି ରହଣି ପାଇଁ ପର୍ଯ୍ୟଟକଙ୍କୁ ଏବେ ଅନୁମତି ନାହିଁ। ପରବର୍ତ୍ତୀ ସମୟରେ ରାତ୍ରି ରହଣି ପାଇଁ ନିଷ୍ପତ୍ତି ହେବ ବୋଲି କୁହାଯାଇଛି।

Share

Leave a Reply

Your email address will not be published. Required fields are marked *

15 + 16 =