ପୁରୀକୁ ଟ୍ରେନ୍ ଚଳାଚଳ ବନ୍ଦ କରିବାକୁ ରେଲୱେ ପକ୍ଷରୁ ନିଷ୍ପତ୍ତି

ଭୁବନେଶ୍ୱର() ପୁରୀକୁ ଟ୍ରେନ୍ ଚଳାଚଳ ବନ୍ଦ କରିବାକୁ ରେଲୱେ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପୁରୀକୁ ଟ୍ରେନ ଚଳାଚଳ ବନ୍ଦ ହୋଇଛି । ରାଜ୍ୟ ସରକାରଙ୍କ ପରାମର୍ଶ ଅନୁସାରେ ପୂର୍ବତଟ ରେଳବାଇ ପକ୍ଷରୁ ଏହିପରି ନିଷ୍ପତ୍ତି ନିଆଯାଇଛି । ୧ରୁ ଚାଲିବାକୁ ଥିବା ପୁରୁଷୋତ୍ତମ ଏକ୍ସପ୍ରେସ ଭୁବନେଶ୍ୱର ଯିବ । ସିଆଲଦା-ପୁରୀ ତୂରନ୍ତ ଏକ୍ସପ୍ରେସ ବି ଭୁବନେଶ୍ୱରରୁ ଯିବ ।

Share

Leave a Reply

Your email address will not be published. Required fields are marked *

thirteen − nine =