କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର()  ରାଜ୍ୟରେ ହୋଇ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ମନ୍ତ୍ରୀଠାରୁ ଆରମ୍ଭ କରି ବିଧାୟକ ପର୍ଯ୍ୟନ୍ତ ସମସ୍ତେ ଏହାର ଶିକାର ହେବାରେ ଲାଗିଛନ୍ତି । ଏହାରି ମଧ୍ୟରେ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନାରେ ସଂକ୍ରମିତ ହୋଇଛନ୍ତି ।

ଡାକ୍ତରଙ୍କ ପରାମର୍ଶରେ ଏବେ ମନ୍ତ୍ରୀ ହୋମ୍ ଆଇସୋଲେସନରେ ଅଛନ୍ତି । ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ ପାଇଁ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

seventeen + ten =