ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଜେଡି ନେତା ନିଲମ୍ବିତ

ସୁନ୍ଦରଗଡର: ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଜେଡି ନେତା ନିଲମ୍ବିତ । ସୁନ୍ଦରଗଡ ଜିଲ୍ଲାର ବିଜେଡି ନେତା ଅମରେଶ ପଣ୍ଡା ଓ ବିନୟ ପଣ୍ଡାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ଦଳବିରୋଧୀ କାର୍ଯ୍ୟ ପାଇଁ ଏହି ଦୁଇ ନେତାଙ୍କୁ ନିଲମ୍ବନ କରିଛନ୍ତି ବିଜେଡି ସୁପ୍ରିମୋ । ଏନେଇ ବିଜେଡି ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

three × 4 =