ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୋଇଛି ଏହି ଚଢ଼ାଉ। ପ୍ରଦୀପଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଚଢ଼ାଉ କରାଯାଇଥିବା ବେଳେ ତାଙ୍କ ସମ୍ପର୍କୀୟ ଓ ସହଯୋଗୀଙ୍କ ଘରେ ମଧ୍ୟ ରେଡ୍ କରାଯାଇଛି। ଏକକାଳୀନ ୧୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଏହି ଚଢ଼ାଉ କରାଯାଇଛି।

Share

Leave a Reply

Your email address will not be published. Required fields are marked *

ten + eight =