୫ଟି ସଚିବଙ୍କ ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ସ୍ଥିତି ସମୀକ୍ଷା

ଭୁବନେଶ୍ୱର ()କରୋନା ଭାଇରସ୍ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି । ଏନେଇ ୩ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ଫାଇଭ-ଟି ସଚିବ ଭି.କେ. ପାଣ୍ଡିଆନ୍ । କରୋନା ମୁକାବିଲା ନେଇ ନିଆଯାଉଥିବା ପଦକ୍ଷେପର ସମୀକ୍ଷା କରିବେ । ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାର ସ୍ଥିତି ସମୀକ୍ଷା କରିବେ । କରୋନା ମୁକାବିଲା ନେଇ ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ନେଇ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଗତକାଲି କରୋନାରେ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୩୮ଟି ଆକ୍ଟିଭ୍ କେସ୍ ରହିଛି ।

Share

Leave a Reply

Your email address will not be published. Required fields are marked *

eighteen − fifteen =