ପୁରୀରେ ଭିକେ ପାଣ୍ଡିଆନ

ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସେ ପୁରୀ ଆସିଥିବାବେଳେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ଏଥିସହ ସେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ୟ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି । ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା ନିର୍ମାଣ କାର୍ୟ୍ୟକୁ ସେ ବୁଲି ଦେଖିବା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିବା ଜଣାପଡିଛି । ତେବେ ଆଜି ସେ ସପରିବାର ସହ ପୁରୀ ଆସି ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି।

Share

Leave a Reply

Your email address will not be published. Required fields are marked *

two × 1 =