ରାଜ୍ୟ ପୁଣି ଆସୁଛି ବର୍ଷା October 25, 2018 admin 0 Comments weather forecast ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷ କରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।ଗତକାଲି ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଥିବା ସୂଚନା ମିଳିଛି। Share