ନଜର ପକାନ୍ତୁ ଆଜିର ପାଣିପାଗ ସୂଚନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଘଡ଼ଘଡି ସହ ବର୍ଷା ସମ୍ଭାବନା । କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ଝରସୁଗୁଡ଼ା, ବରଗଡ଼,ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ,ବାଲେଶ୍ବର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ ଜିଲ୍ଲାରେ ବର୍ଷା ହେବ । ଏଭଳି ହାଲକାରୁ ମଧ୍ୟମ ଧରଣର ବର୍ଷା ୧୦ ଯାଏଁ ଲାଗି ରହିବ । ୧୧ ରୁ ସାମାନ୍ୟ ବଢିବ । ତେବେ ୧୨ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଫଳରେ ଉପକୁଳ ଜିଲ୍ଲା ସମେତ ଉତ୍ତର ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Share

Leave a Reply

Your email address will not be published. Required fields are marked *

fourteen − 11 =